ଜିଲ୍ଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ରେ ଜିଲ୍ଲାର ବିଭିନ୍ନ କ୍ଷେତ୍ରରେ କୃତୀତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ଓ ବ୍ୟକ୍ତିବିଶେଷଙ୍କୁ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ସହିଦ ରେଣ୍ଡୋ ମାଝୀ ମଞ୍ଚରେ ସମ୍ବର୍ଦ୍ଧିତ କରାଯାଇଛି।ଏହି ପରିପ୍ରେକ୍ଷୀରେ ଆଦିବାସୀ ଅଧ୍ୟୁଷିତ ଲାଞ୍ଜିଗଡ ବ୍ଳକର କରାଟେ ଛାତ୍ରଛାତ୍ରୀ ମାନେ ୨୦୨୫ ଡିସେମ୍ବର ଓଡ଼ିଶାର ଭୁବନେଶ୍ଵର ଠାରେ ଅନୁଷ୍ଠିତ ୧୫ତମ ସର୍ବଭାରତୀୟ ଓପନ କରାଟେ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା