ଶୁକ୍ରବାର ଦିନ ୧୧ଟା ବେଳେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ତାଲୁକ ଆଇନ୍ ସେବା କମିଟି ପକ୍ଷରୁ ମାନବିକ ଅଧିକାର ଦିବସ ପାଳନ ଅବସରରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ରବନ୍ଧ, ବକ୍ତୃତା ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଥୁଆମୂଳ ରାମପୁର ମା ମାଣିକେଶ୍ବରୀ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆୟୋଜିତ ହୋଇଥଲା।