ବରଗଡ: ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଠାରେ ଅନୁଷ୍ଠିତ ହେଲା ଜିଲ୍ଲା ସ୍ତରୀୟ ପରଖ ରାଷ୍ଟ୍ରୀୟ ସର୍ବେକ୍ଷଣ କର୍ମଶାଳା
Bargarh, Bargarh (Baragarh) | Sep 12, 2025
ଜିଲ୍ଳା ସ୍ତରୀୟ ପରଖ ରାଷ୍ଟ୍ରୀୟ ସର୍ବେକ୍ଷଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି | ବରଗଡ଼ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ବରଗଡ଼ ଠାରେ...