ବାଲିକୁଦା: କୋଚିଳାବେଦୀ ଗ୍ରାମରେ ଅଗ୍ନିକାଣ୍ଡ ଘଟି ୨ ବଖରା ଘର ଭସ୍ମୀଭୂତ
ଏରସମା ତହସିଲ ଅନ୍ତର୍ଗତ ଜାନକାଦେଇପୁର ପଞ୍ଚାୟତ କୋଚିଳାବେଦୀ ଗ୍ରାମରେ ଆଜି ନିଆଁ ଲାଗି ହେମନ୍ତ ସ୍ବାଇଁଙ୍କ ଦୁଇ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ଖବର ପାଇ ଏରସମା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ସୂଚନା ମିଳିଛି।