Public App Logo
Jansamasya
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
���ाजस्थान
Jharkhand
Rajasthan
���ध्यप्रदेश
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
���ादी
Crimenews
Indore
Nda
School
Cbi

ଛେଣ୍ଡିପଦା: ଅନୁଗୋଳରେ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ସାରା ଜିଲ୍ଲାରୁ ଭାଗ ନେଲେ ଛାତ୍ରଛାତ୍ରୀ

Chhendipada, Angul | Nov 21, 2025
ଆଜି 12 ଟା ବେଳେ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଅନୁଗୋଳ ସ୍ଥିତ ପିଟିସି ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ଜିଲ୍ଲାସ୍ତରୀୟ ପରିବେଶ ପାଇଁ ପୋଷଣୀୟ ଜୀବନଶୈଳୀ ପ୍ରଦର୍ଶନୀ ଆୟୋଜିତ ହୋଇଛି । ଏଥିରେ ଛେଣ୍ଡିପଦା ବ୍ଲକ ସମେତ ସାରା ଜିଲ୍ଲାରୁ 112 ଟି ପ୍ରକଳ୍ପ ନେଇ ଛାତ୍ରଛାତ୍ରୀ ଭାଗ ନେଇଥିଲେ । ଜିଲ୍ଲାପାଳ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବା ବେଳେ ଅନ୍ୟ ବିଶିଷ୍ଟ ଅତିଥି ଉପସ୍ଥିତ ଥିଲେ ।