ବିଜେପୁର: ବିଜେପୁର ଓଡିଶା ଆଦର୍ଶ ବିଦ୍ୟାଳୟରେ ‘ଏକ ପେଡ଼ ମା’ କେ ନାମ ୨.୦’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି @
ବିଜେପୁର ଓଡିଶା ଆଦର୍ଶ ବିଦ୍ୟାଳୟରେ ‘ଏକ ପେଡ଼ ମା’ କେ ନାମ ୨.୦’ କାର୍ଯ୍ୟକ୍ରମ ।ବିଜେପୁର :-ବିଜେପୁର ଏମ.ଗଣ୍ଡପାଲି ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ ଅବସରରେ ଏକ ପେଡ଼ ମା’ କେ ନାମ ୨.୦ କାର୍ଯ୍ୟକ୍ରମ ଉତ୍ସାହପୂର୍ଣ୍ଣ ଭାବରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଅଧ୍ୟକ୍ଷ ମୁରାରୀ ପ୍ରସାଦ ସାହୁଙ୍କ ଅଧ୍ୟକ୍ଷତାରେ ବିଶେଷ ସଭା ଆୟୋଜିତ ହୋଇଥିଲା । କାର୍ଯ୍ୟକ୍ର