ଖନ୍ଦାଢିପ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିଏମ୍ ଶ୍ରୀ ଉତ୍ସବ ପାଳିତ,ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ସହରର ଖନ୍ଦାଢ଼ିପ ପିଏମ୍ ଶ୍ରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଦିନ ପିଏମ୍ ଶ୍ରୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅନିତା ପ୍ରଧାନ ଙ୍କ ସଭାପତିତ୍ବ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରେଢ଼ାଖୋଲ ଉପଜିଲ୍ଲାପାଳ ଶ୍ରୀଯୁକ୍ତ ରଶ୍ମିରଞ୍ଜନ ମହନ୍ତ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବରେ ରେଢ଼ାଖୋଲ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଞ୍ଜିତ ଭୋଇ, ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଦୀପ ପ୍ରଧାନ,