ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରେ ପ୍ରତିକ୍ରିୟା ରଖିଲେ ପାଣିପାଗ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Sep 1, 2025
ବର୍ତ୍ତମାନ ରାଜ୍ୟରେ ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ୍ ପ୍ରଭାବରେ ବର୍ଷା ଲାଗିରହିଛି। ଗତ ୨୪ଘଣ୍ଟାରେ ସର୍ବାଧିକ କନ୍ଧମାଳ ଜିଲା ଫିରିଙ୍ଗିଆ...