ବାଲେଶ୍ବର ସଦର: ବାଲେଶ୍ୱରରେ ହିରୋ ବାଇକ୍ ଶୋ ରୁମରେ ଭୟାବହ ଅଗ୍ନିକାଣ୍ଡ
ବାଲେଶ୍ୱର ସହଦେବଖୁଣ୍ଟା ସ୍ଥିତ ହିରୋ ବାଇକ୍ ଶୋ ରୁମରେ ଆଜି ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଲିଭାଇଛନ୍ତି। ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।