ଢେଙ୍କାନାଳ ସଦର: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ, ଜିଲ୍ଲାବାସୀଙ୍କୁ ପ୍ରାଧାନ୍ୟ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ
Dhenkanal Sadar, Dhenkanal | Aug 19, 2025
ଢ଼େଙ୍କାନାଳ ଜିଲ୍ଲାର ଉନ୍ନୟନ କାର୍ଯ୍ୟ ସମୀକ୍ଷା ନିମନ୍ତେ ଆଜି ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ସଭାଗୃହ...