ବାଲେଶ୍ବର ମ୍ୟୁନିସିପାଲଟି: ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଂଘ ପକ୍ଷରୁ ବିଭିନ୍ନ ଦାବିନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
Baleshwar M, Balasore | Sep 11, 2025
ଓଡ଼ିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଂଘ ସିଟୁ ବାଲେଶ୍ଵର ପକ୍ଷରୁ ୧୯ ଦଫା ଦାବି ପୂରଣ ନେଇ ଆଜି ପୂର୍ବାହ୍ନ ୧୧ଟାରେ ଜିଲ୍ଲାପାଳଙ୍କ...