ରାୟଗଡା: ରାୟଗଡ଼ାରେ ପୂର୍ବତନ ସାଂସଦ ଏନ୍ ଭାସ୍କର ରାଓଙ୍କ ଘରେ ଇଓଡବ୍ଲ୍ୟୁ ଚଢ଼ାଉ
ଟ୍ରକ୍ ମାଲିକ ସଂଘର ୮୦ କୋଟି ଟଙ୍କା ଠକେଇ ମାମଲାରେ ପୂର୍ବତନ ରାଜ୍ୟସଭା ସାଂସଦ ଏନ୍ ଭାସ୍କର ରାଓଙ୍କ ରାୟଗଡ଼ା ବାସଭବନରେ କ୍ରାଇମ୍ ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ପକ୍ଷରୁ ଚଢ଼ାଉ କରାଯାଇଛି। ୨୧ ଜଣିଆ ସ୍ବତନ୍ତ୍ର ଟିମ୍ ଘଟଣାର ତଦନ୍ତ କରୁଛନ୍ତି।