ଦେବଗଡ: ଜିଲ୍ଲାରେ ବଜ୍ରପାତ ଏବଂ ଝଡବର୍ଷା ସମ୍ଭାବନା, ୧୭ ତାରିଖ ସକାଳ ପର୍ଯ୍ୟନ୍ତ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଜ୍ଞାନ କେନ୍ଦ୍ର
Debagarh, Debagarh (Deogarh) | Sep 14, 2025
ଦେବଗଡ ଜିଲ୍ଲାର ବିଭିନ୍ନ ଅଂଚଳରେ ଆଜି ରବିବାର ଠାରୁ ଆସନ୍ତା ୧୭ ତାରିଖ ସକାଳ ପର୍ଯ୍ୟନ୍ତ ବଜ୍ରପାତ ସହିତ ଝଡବର୍ଷା ଏବଂ ହାଲୁକା ରୁ ମଧ୍ୟମ...