ଆସନ୍ତା 19 ଓ 20 ତାରିଖରେ କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି, ବିଜୁଳି ଓ ପବନର ଝଟକା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସତର୍କ ରହିବାକୁ ପରାମର୍ଶ।