କଣ୍ଟାବାଞ୍ଜି: ବଙ୍ଗୋମୁଣ୍ଡା-କଣ୍ଟାବାଞ୍ଜି ୪୨ ନଂ ରାଜ୍ୟ ରାଜପଥର ବଙ୍ଗୋମୁଣ୍ଡା ପାଟଖଣ୍ଡା ମନ୍ଦିର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା
ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା-କଣ୍ଟାବାଞ୍ଜି ୪୨ ନଂ ରାଜ୍ୟ ରାଜପଥର ବଙ୍ଗୋମୁଣ୍ଡା ପାଟଖଣ୍ଡା ମନ୍ଦିର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ୩ ଜଣ କଣ୍ଟାବାଞ୍ଜି ଡ଼ାକ୍ତରଖାନାରେ ଭର୍ତ୍ତି।ଘଟଣା ସ୍ଥଳରେ ବଙ୍ଗୋମୁଣ୍ଡା ପୋଲିସର ଅଧିକ ତଦନ୍ତ ।