ସଦର: ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ଖେଳ କୁଦ ପ୍ରତିଯୋଗିତା ଉଦଯାପିତ, ଯୋଗ ଦେଲେ ଅତିରିକ୍ତ ଜିଲ୍ଲାପାଳ
ଆଜି ଜିଲ୍ଲା ସ୍ତରୀୟ ଖେଳ କୁଦ ପ୍ରତିଯୋଗିତା ଉଦଯାପିତ, ଯୋଗ ଦେଲେ ଅତିରିକ୍ତ ଜିଲ୍ଲାପାଳ lରିଜର୍ଭ ପୋଲିସ ପଡିଆ ଭବାନୀପାଟଣା ଠାରେ ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ଶିଶୁ ମାନଙ୍କ ମଧ୍ୟରେ ଜିଲ୍ଲା ସ୍ତରୀୟ ଖେଳ କୁଦ ପ୍ରତିଯୋଗିତା "ଉତ୍ସାହ" ଉଦଯାପିତ ଆଜି ହୋଇଯାଇଛି। ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ ତଥା ଜିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ କଳାହାଣ୍ଡି ଜିଲ୍ଲା ର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବରେ ଜିଲ୍ଲା କ୍ରୀଡ଼ା ଅଧିକାରୀ ରମେଶ ଚନ୍ଦ୍ର ପାଢ଼ୀ,