ଗଞ୍ଜାମରେ ସରକାରୀ ଛୁଟି ବାତିଲ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସହ ପବନ ବହିବା। ଗଞ୍ଜାମରେ ସରକାରୀ କର୍ମଚାରୀ ମୁଖ୍ୟାଳୟ ଛାଡ଼ି ଯାଇପାରିବେ ନାହିଁ। -୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ। ଶନିବାର ଅପରାହ୍ନରେ ଏନେଇ ଛତ୍ରପୁର ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି।