Public App Logo
Jansamasya
���ीजेपी
Congress
Modi
Delhi
Viral
Jharkhand
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
���ादी
Crimenews
Bareilly
Bcci
Agra
Breaking
Aimim
Railway
Biharnews
Jodhpur
Fatehpur
Kanganaranaut

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ସୁନ୍ଦରପଦା ସ୍ଥିତ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିଲେ ଏକାମ୍ର ବିଧାୟକ ବାବୁ ସିଂ

ଶୁକ୍ରବାର ସୁନ୍ଦରପଦା ସ୍ଥିତ କାର୍ଯ୍ୟାଳୟରେ ବିଭିନ୍ନ ଅଞ୍ଚଳରୁ ସାମୁହିକ ଏବଂ ବ୍ୟକ୍ତିଗତ ସମସ୍ୟା ନେଇ ଆସିଥିବା ଜନ ସାଧାରଣଙ୍କ ଅଭିଯୋଗ ଓ ସମସ୍ୟାଗୁଡିକୁ ଶୁଣିଲେ ଏକାମ୍ର ବିଧାୟକ ବାବୁ ସିଂ।ସାଧାରଣ ଜନତାଙ୍କର ସମସ୍ୟାକୁ ଗୁରୁତ୍ୱ ଦେଇ ଏହାର ତ୍ୱରିତ ସମାଧାନ ପାଇଁ ଆମ ସରକାର ସର୍ବଦା ତତ୍ପର ବୋଲି ସେ କହିଛନ୍ତି।ଉଲ୍ଲେଖଯୋଗ୍ୟ ଯେ ନିୟମିତ ଭାବେ ସୁନ୍ଦରପଦା ସ୍ଥିତ କାର୍ଯ୍ୟାଳୟ ରେ ପ୍ରତି ସୋମବାର ଓ ବୁଧବାର ଏବଂ ଶୁକ୍ରବାର ଜନସାଧାରଣଙ୍କର ସାମୁହିକ ଏବଂ ବ୍ୟକ୍ତିଗତ ସମସ୍ୟା ସମାଧାନ ପାଇଁ ପ୍ରୟାସ କରାଯାଏ l
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ସୁନ୍ଦରପଦା ସ୍ଥିତ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିଲେ ଏକାମ୍ର ବିଧାୟକ ବାବୁ ସିଂ - Bhubaneswar M Corp News