ସମସ୍ତ ପ୍ରକାର ଭିତ୍ତିଭୂମି ଥିବା ସତ୍ତ୍ୱେ ବାଲେଶ୍ଵର ଜିଲ୍ଲାରେ କୃଷି ମହାବିଦ୍ୟାଳୟ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପାଇଁ ସରକାରୀ ସ୍ତରରେ ଘୋଷଣା ନ ହେବା ଯୋଗୁଁ ଆଜି କୃଷି ମହାବିଦ୍ୟାଳୟ ପ୍ରତିଷ୍ଠା କ୍ରିୟାନୁଷ୍ଠାନ କମିଟି , ଜଳେଶ୍ଵର ସହଯୋଗ ରେ ଦିଗମ୍ବରୀ ଦେବୀ ବିଜ୍ଞାନ କଲେଜ ର ଛାତ୍ର ଛାତ୍ରୀ ମାନଙ୍କ ପକ୍ଷରୁ ଜଳେଶ୍ଵର ତହସିଲଦାରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ |