Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews

କବିସୂର୍ଯ୍ୟନଗର: କବିସୂର୍ଯ୍ୟନଗର ଶ୍ରୀ ମର୍ଦ୍ଧରାଜ ହାଇସ୍କୁଲ ଠାରେ ପିଏମଶ୍ରୀ ବିଦ୍ୟାଳୟସ୍ତରୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ମୁଖ୍ୟ ଅତିଥିଭାବେଯୋଗଦେଲେ ବିଧାୟକ

Kabisuryanagar, Ganjam | Jan 13, 2026
ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ସହର ସର୍ବ ପୁରାତନ ଶ୍ରୀ ମର୍ଦ୍ଧରାଜ ହାଇସ୍କୁଲ ପରିସରରେ ଆଜି ବିଦ୍ୟାଳୟ ସ୍ତରୀୟ ପିଏମ ଶ୍ରୀ ବାର୍ଷିକ ଉତ୍ସଵ ଅନୁଷ୍ଠିତ ହୋଇଯାଇଛି.ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥିଭାବେ କବିସୂର୍ଯ୍ୟନଗର ବିଧାୟକ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ନାୟକ ଯୋଗଦେଇଛନ୍ତି,ମୁଖ୍ୟ ବକ୍ତା ଭାବେ କବିସୂର୍ଯ୍ୟନଗର ବ୍ଲକ ଗୋଷ୍ଟି ଶିକ୍ଷା ଅଧିକାରୀ ଅଭିମନ୍ୟୁ ସାହୁ ଯୋଗଦେଇଛନ୍ତି।