ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ମହେନ୍ଦ୍ରଗିରି ହାଇସ୍କୁଲରେ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ
ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ହାଇସ୍କୁଲରେ ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ। ଛାତ୍ରଛାତ୍ରୀଙ୍କୁ ପରିବେଶ ସୁରକ୍ଷା, ବର୍ଜ୍ୟବସ୍ତୁ ପରିଚାଳନା ଏବଂ ପ୍ଲାଷ୍ଟିକର କୁପ୍ରଭାବ ବିଷୟରେ ସଚେତନ କରାଗଲା।