ମୁନିଗୁଡା: ଅମ୍ବାଦଳା ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଥାନାରେ ଅଭିଯୋଗ
ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଅମ୍ବାଦଳା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବାମନ ମୂର୍ତ୍ତିଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି ଧନ୍ଦାମୂଳକ ପ୍ରଶିକ୍ଷକ ଦେବବ୍ରତ ରାଉତ।