Public App Logo
Jansamasya
News
पुलिस
Bjp
National
Police
Bihar
India
जनसमस्या
चुनाव
बीजेपी
भाजपा
Congress
Modi
Delhi
Viral
Up
Iyc
Bollywood
Patna
Breakingnews
महिला
Narendramodi
Nitishkumar
Madhya_pradesh
Mp
Madhyapradesh
Ahmedabad
Pmmodi
Rahulgandhi

ସମ୍ବଲପୁର ମ୍ୟୁନିସିପାଲଟି: ସମ୍ବଲପୁର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ କୁଚିଣ୍ଡା ଓ ରେଢ଼ାଖୋଲ ଏନଏସିର ନିର୍ବାଚିତ ପ୍ରତିନିଧିଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ

Sambalpur M, Sambalpur | Jul 16, 2025
ଆଜି ସମ୍ବଲପୁର ଜିଲ୍ଲାପରିଷଦ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ କୁଚିଣ୍ଡା ଏବଂ ରେଢ଼ାଖୋଲ ଏନଏସିର ନିର୍ବାଚିତ ପ୍ରତିନିଧିମାନଙ୍କ ପାଇଁ ନଗର ଉନ୍ନୟନ ଉଦ୍ୟମ ବିଷୟରେ ଜିଲ୍ଲାସ୍ତରୀୟ ଅଭିମୁଖୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସମ୍ବଲପୁର ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଏହା ଆୟୋଜିତ ହୋଇଥିଲା।ଏନେଇ ଜିଲ୍ଲା ସୁଚନା ଓ ଲୋକସମ୍ପର୍କ ଅଧିକାର ଆଜି ରାତିରେ ଗଣମାଧ୍ୟମକୁ ଏକ ପ୍ରେସ ରିଲିଜ ମାଧ୍ୟମରେ ସୁଚନା ଦେଇଛନ୍ତି।

MORE NEWS

ସମ୍ବଲପୁର ମ୍ୟୁନିସିପାଲଟି: ସମ୍ବଲପୁର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ କୁଚିଣ୍ଡା ଓ ରେଢ଼ାଖୋଲ ଏନଏସିର ନିର୍ବାଚିତ ପ୍ରତିନିଧିଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ - Sambalpur M News