କେନ୍ଦୁଝର ସହର: ଦୁର୍ନୀତି ବିରୋଧୀ ପ୍ରଗତିଶୀଳ ମଞ୍ଚ ପକ୍ଷରୁ ଘଷିପୁରା ଠାରେ ବୈତରଣୀ ନଦୀର ସୁରକ୍ଷା ପାଇଁ ଏକ ଜିଲ୍ଲା ସ୍ତରୀୟ ଆଲୋଚନା ଚକ୍ର ଅନୁଷ୍ଠିତ
ଦୁର୍ନୀତି ବିରୋଧୀ ପ୍ରଗତିଶୀଳ ମଞ୍ଚ ପକ୍ଷରୁ ଘଷିପୁରା ଠାରେ ବୈତରଣୀ ନଦୀର ସୁରକ୍ଷା ପାଇଁ ଏକ ଜିଲ୍ଲା ସ୍ତରୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଛି। ଏଥିରେ ବହୁ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ।