ସୁକିନ୍ଦା: ମନ୍ତ୍ରୀଙ୍କ ଭୁବନେଶ୍ଵର ସ୍ଥିତ ସରକାରୀ ବାସ ଭବନରେ ଅନ୍ୟ ଦଳର କର୍ମୀ ବିଜେପିରେ ସାମିଲ
Sukinda, Jajpur | Nov 13, 2025 ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦାନଗଦି ବ୍ଲକ ଅଧିନସ୍ଥ ମାଣତିରା ଗ୍ରାମର ଯୁବ ସମାଜସେବୀ ଶ୍ରୀ ଦେବେନ୍ଦ୍ର କୁମାର ଜେନା ଏବଂ ସନ୍ଦୀପ ବରୁଣ ଜେନା ପ୍ରଧାନମନ୍ତ୍ରୀ ଶ୍ରୀ Narendra Modi ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi ଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ଭୁବନେଶ୍ଵର ସ୍ଥିତ ସରକାରୀ ବାସ ଭବନରେ ସାମିଲ ହେବାସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ୨୦୩୭ ସୁଦ୍ଧା ବିକଶିତ ଓଡ଼ିଶା ଗଠନର ଅଭିଯାନରେ ସାମିଲ ହୋଇଥିବା ବୁଧବାର ରାତି 10 ଘଟିକା ସମୟରେ ଦେଖିବାକୁ ମିଳିଛି ।