କାର୍ତ୍ତିକ ପୂର୍ଣ୍ଣିମାର ପବିତ୍ର ଅବସରରେ ବାରକୋଟ ବ୍ଲକର ଝରାକୋଟ ଗ୍ରାମରେ ‘ଜୀତା’ ସଂଗଠନ ସ୍ଥାନୀୟ ସମ୍ପ୍ରଦାୟ ସହିତ କେବଳ ଓଡ଼ିଶାର ସମୃଦ୍ଧ ସାମୁଦ୍ରିକ ଐତିହ୍ୟକୁ ପାଳନ କରିବା ପାଇଁ ନୁହେଁ ବରଂ ଏକ ବାଲ୍ୟବିବାହ ମୁକ୍ତ ଭାରତ ଗଠନ ପ୍ରତି ସେମାନଙ୍କର ପ୍ରତିଜ୍ଞାକୁ ପୁନଃନିର୍ମାଣ କରିବା ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବୁଧବାର ଦିନ ୮ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟକ୍ରମ ହୋଇଥିଲା । ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହଯୋଗରେ ‘ଜୀତା’ ସଂଗଠନ ଦ୍ୱାରା ଆୟୋଜିତ ହୋଇଥିଲା ଏହି କାର୍ଯ୍ୟକ୍ରମ।