କାମାକ୍ଷାନଗର: କାନପୁରା ଉଚ୍ଚ ବିଦ୍ୟାଳୟରେ ସୋମବାର ୧ଟାରେ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି
କାନପୁରା ଉଚ୍ଚ ବିଦ୍ୟାଳୟରେ ସୋମବାର ୧ଟାରେ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି ।ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାନପୁରା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ମେଳା ସୋମବାର ଅନୁଷ୍ଠିତ ହୋଇଯାଇଛି ।ଏଠାରେ ରାଜ୍ୟପାଳ ପୁରସ୍କୃତ ଶିକ୍ଷକ ବଟକୃଷ୍ଣ ଦାସ,ପ୍ରଧାନ ଶିକ୍ଷକ ଶ୍ରୀରାମ ରାଉତଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ ।