Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Jharkhand
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Nda
School
Cbi
Mathura
Fatehpur
Jodhpur

କେନ୍ଦୁଝର ସହର: ବେଗନା ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ୨ ଗୁରୁତର

କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ଖଜୁରିଡିହା-ଉଦୟପୁର ରାସ୍ତାର ବେଗନା ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଦୁଇ ଜଣ ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ମେଡିକାଲ ନିଆ ଯାଇଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି।

MORE NEWS