Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews

ରାୟଗଡା: ସ୍ଥାନୀୟ କୁଲି ଗ୍ରାମ ପଞ୍ଚାୟତ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ଆଇନ ସଚେତନତା ଶିବିର ଅନୁଷ୍ଟିତ

Rayagada, Rayagada | Sep 25, 2025
ରାୟଗଡ଼ାର ବ୍ଲକ ର କୁଲି ଗ୍ରାମ ପଞ୍ଚାୟତ ପରିସରରେ ଥିବା କଲ୍ୟାଣ ମଣ୍ଡପରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ଓ ଜିଲ୍ଲା ଶ୍ରମ ବିଭାଗ ମିଳିତ ଆନୁକୁଲ୍ୟରେ ପ୍ରବାସୀ ଶ୍ରମିକ ମାନଙ୍କ ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ଜିଲ୍ଲାର ଡିଭିଜନାଲ ଲେବର କମିଶନର ଶ୍ରୀ ସୁବାସ ଚନ୍ଦ୍ର ମଣ୍ଡଳ, ଜିଲ୍ଳା ଶ୍ରମ ଅଧିକାରୀ ରବିନ୍ଦ୍ରନାଥ ତ୍ରିପାଠୀ, ଜିଲ୍ଲାର ଅତିରିକ୍ତ ଶ୍ରମ ଅଧିକାରୀ, ରାୟଗଡା ପଞ୍ଚାୟତ ସମିତିର ଉପାଧ୍ୟକ୍ଷ, କୁଲି ଗ୍ରାମ ପଞ୍ଛାୟତ ର ସରପଞ୍ଚ, ନାଏବ ସରପଞ୍ଚ ଓ ଗ୍ରାମବାସୀ ପ୍ରମୁଖ ଉପସ୍ଥିତ ଥିଲେ I