#ପୁଣି_ଆସୁଛି_ଆଉ_ଏକ_ଲଘୁଚାପ
#ସପ୍ତାହେ_ଯାଏ_ରାଜ୍ୟରେ_ବର୍ଷା
ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଶୁକ୍ରବାରଠାରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହେବ।
#Heavyrain #breakingnews #latastnews #pabitranewsodisha #rain #Odianews #odishanews
Kendujhar Town, Kendujhar | Aug 21, 2026