ରାୟଗଡା: ଅମ୍ବାଦଳାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ
ମୁନିଗୁଡ଼ା ବ୍ଲକର ଅମ୍ବାଦଳାରେ ବିଜେଡି ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଧର୍ମଗଡ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର, ଜିଲ୍ଲା ଯୁବ ସଭାପତି ଧିରେନ୍ଦ୍ର ପାଣିଗ୍ରାହୀଙ୍କ ସମେତ ଦଳର ଅନେକ ବରିଷ୍ଠ ନେତା ଓ କର୍ମୀ ସାମିଲ ହୋଇ ସହର ପରିକ୍ରମା କରିଥିଲେ।