ଟାଉନ କ୍ଳବ ଆନୁକୂଲ୍ୟରେ ଆୟୋଜିତ ପଞ୍ଚମ ପଦ୍ମପୁର ଲୋକ ମହୋତ୍ସବ ଆସନ୍ତା ଡିସେମ୍ବର 10 ତାରିଖ ରୁ ସାଂସ୍କୃତିକ ପର୍ବ ଆରମ୍ଭ ହେବାକୁ ଯାଉଥିବା ବେଳେ ଆଜି ସ୍ଥାନୀୟ ଅଶୋକ ଖେଳ ପଡିଆ ଠାରେ ବାଣିଜ୍ୟ ମେଳା ଉଦ୍ଘାଟିତ ହୋଇଯାଇଛି। ଏହି ବାଣିଜ୍ୟ ମେଳାରେ ରାଜ୍ୟ ତଥା ରାଜ୍ୟ ବାହାରୁ ଘରୋପକରଣ , ସାଜ ସଜ୍ୟା, ମସଲା, କପଡ଼ା ଆଦି ବୋହୁ ପ୍ରକର ର ଦୋକାନ ବ୍ୟବସାୟୀ ଆସିଥିବା ବେଳେ ଖାଦ୍ୟ ପେୟ ପାଇଁ ମଧ୍ୟ ବିଭିନ୍ନ ପ୍ରକାରର ଷ୍ଟଲ ସହ ଦର୍ଶକଙ୍କ ମନୋରଞ୍ଜନ ପାଇଁ ମିନାବଜାର ମଧ୍ୟ ଲାଗିଥିବା ଆୟୋଜକ କମିଟି ତରଫରୁ ସୂଚନା ଦିଆଯାଇଛି। ତେବେ ପଦ୍ମପୁର ଵିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟନିର୍ବାହ