ସ୍ଥାନୀୟ ରମାଇ ହାଇସ୍କୁଲ ପଡିଆରେ ବନ୍ଦେମାତାରମ ଗୀତାର୧୫୦ତମ ବାଷିକୀ ଅବସରରେ ସାମୂହିକ ଗାନ କାର୍ଯ୍ୟକ୍ରମ ମଙ୍ଗଳବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇ ଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି ଯୋଗ ଦେଇଥିଲେ ।ସମ୍ମାନିତ ଅତିଥି ଭାବରେ ଉପଖଣ୍ଡ ପୋଲିସ ଅଧିକାରୀ ବିଡ଼ିଓ ତହସିଲଦାର ପ୍ରମୁଖ ଉପସ୍ଥିତ ଥିଲେ