Public App Logo
Jansamasya
News
पुलिस
Bjp
National
Bihar
बिहार
बीजेपी
भाजपा
विधायक
Congress
Modi
Delhi
Viral
Crime
Jharkhand
Up
Breakingnews
Narendramodi
Madhya_pradesh
Pmmodi
पटना
Rahulgandhi
Haryana
Crimenews
Bareilly
Breaking
Election
Politics
उत्तराखंड
No video available

ମହାକାଳପଡା: ଖରିନାସୀ ଠାରେ ଦୁର୍ଘଟଣାରେ ଜଣେ ଭିନ୍ନକ୍ଷମ ବ୍ୟକ୍ତି ଆହତ, ମେଡ଼ିକାଲରେ ଭର୍ତ୍ତି

କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକ ଖରିନାସୀ ଠାରେ ଆଜି ସନ୍ଧ୍ୟାରେ ଦୁର୍ଘଟଣାରେ ଜଣେ ଅଜଣା ମାନସିକ ଭିନ୍ନକ୍ଷମ ବ୍ୟକ୍ତି ଆହତ ହୋଇଛନ୍ତି। ସୂଚନା ଅନୁସାରେ ମାନସିକ ଭିନ୍ନକ୍ଷମ ବ୍ୟକ୍ତି ଜଣକ ରାସ୍ତା ପାର ହେଉଥିବା ବେଳେ ଏକ ବାଇକ ପଛପଟୁ ଆସି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଭିନ୍ନକ୍ଷମ ବ୍ୟକ୍ତିଙ୍କ ଗୋଡ ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବା ବେଳେ ସ୍ଥାନୀୟ ଅଞ୍ଚଳର କିଛି ସ୍ବେଚ୍ଛାସେବୀ ଆହତଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିବା ଦେଖିବାକୁ ମିଳିଛି।

MORE NEWS

ମହାକାଳପଡା: ଖରିନାସୀ ଠାରେ ଦୁର୍ଘଟଣାରେ ଜଣେ ଭିନ୍ନକ୍ଷମ ବ୍ୟକ୍ତି ଆହତ, ମେଡ଼ିକାଲରେ ଭର୍ତ୍ତି - Mahakalapada News