Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Jharkhand
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Nda
School
Cbi
Mathura
Fatehpur
Jodhpur

ତଲସରା: ବଡ଼ଗାଁ ଆନନ୍ଦ ଉଲ୍ଲାସର ସହ ରଙ୍ଗର ପର୍ବ ହୋଲି ପାଳିତ

Talasara, Sundargarh | Mar 4, 2026
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ବ୍ଳକ ଅନ୍ତର୍ଗତ ବଡ଼ଗାଁ ଠାରେ ଆଜି ଆନନ୍ଦ ଉଲ୍ଲାସର ସହ ରଙ୍ଗର ପର୍ବ ହୋଲି ପାଳିତ ହୋଇଛି। ଏହି ଅବସରରେ ଅଷ୍ଟ ପ୍ରହର ନାମ ସଂକୀର୍ତ୍ତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଗ୍ରାମ ର ଯୁବ ଗୋଷ୍ଠୀ ସଦସ୍ୟ ମାନେ ଏହି କାର୍ଯ୍ୟକ୍ରମ ରେ ସକ୍ରୀୟ ଭୂମିକା ଗ୍ରହଣ କରିଥିଲେ।
ତଲସରା: ବଡ଼ଗାଁ ଆନନ୍ଦ ଉଲ୍ଲାସର ସହ ରଙ୍ଗର ପର୍ବ ହୋଲି ପାଳିତ - Talasara News