Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ଧର୍ମଗଡ: ଧର୍ମଗଡ ଏନଏସି ସ୍ତରୀୟ କଳାହାଣ୍ଡି ଉତ୍ସବ ଅନୁଷ୍ଠିତ

Dharamgarh, Kalahandi | Jan 11, 2026
କଳାହାଣ୍ଡି ଜିଲ୍ଲା ଧର୍ମଗଡ ଏନଏସି ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୬ ରବିବାର ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ର କଳା, ସଂସ୍କୃତି, ଐତିହ୍ୟ,ପରମ୍ପରା ର ମହାକୁମ୍ଭ କଳାହାଣ୍ଡି ଉତ୍ସବ କୁ ନେଇ ଧର୍ମଗଡ ଅଞ୍ଚଳରେ ପ୍ରବଳ ଉତ୍ସାହ ଉଦ୍ଦୀପନା ଦେଖିବାକୁ ମିଳିଛି। କାର୍ଯ୍ୟକ୍ରମ ରେ ଧର୍ମଗଡ ନଗରପାଳ ଅଶୋକ କୁମାର ମହାନ୍ତି ଙ୍କ ଅଧ୍ୟକ୍ଷତା ରେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।

MORE NEWS

ଧର୍ମଗଡ: ଧର୍ମଗଡ ଏନଏସି ସ୍ତରୀୟ କଳାହାଣ୍ଡି ଉତ୍ସବ ଅନୁଷ୍ଠିତ - Dharamgarh News