ଲକ୍ଷ୍ମୀପୁର: ଲକ୍ଷ୍ମୀପୁରରେ ବିଜେପିର କାର୍ଯ୍ୟକାରିଣୀ ବୈଠକ ଓ ସେବା ସଂକଳ୍ପ ଅଭିଯାନ
ଲକ୍ଷ୍ମୀପୁର ନିର୍ବାଚନମଣ୍ଡଳୀର ନାରାୟଣପାଟଣାଠାରେ ବିଜେପିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିସହ ରାଜୁ ବାଳିକା ବିଦ୍ୟାଳୟରେ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ କୈଳାସ ଚନ୍ଦ୍ର କୁଲେସିକା ଯୋଗଦେଇଥିଲେ।