Public App Logo
Jansamasya
Bjp
National
Bihar
���ीजेपी
Uttar_pradesh
Congress
Modi
Delhi
Viral
Jharkhand
���िल्ली
Breakingnews
Madhya_pradesh
Pmmodi
Rahulgandhi
Haryana
Sambalpur
Cyclone
���ादी
Crimenews
Karnataka
Bareilly
���प
Agra
Biharnews
Jodhpur
Fatehpur
Kanganaranaut
Amitshah
No video available

ବିରିଡି: ମଙ୍ଗୁଳିରେ ଜଣେ ମହିଳାଙ୍କ ଆତ୍ମହତ୍ୟା, ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଲା ପୋଲିସ

Biridi, Jagatsinghpur | Apr 10, 2024
ମଙ୍ଗୁଳି ଗ୍ରାମରେ ମଙ୍ଗଳବାର ସନ୍ଧ୍ୟା ୮ଟାରେ ସେହି ଗ୍ରାମର ଜଣେ ମହିଳା ଆତ୍ମହତ୍ୟା କରିଥିଲେ। ସେ ବଞ୍ଚିଥିବା ଭାବି ପରିବାର ଲୋକେ ତାଙ୍କୁ ବିରିଡି ଗୋଷ୍ଠୀ ସ୍ୱାସ୍ଥ୍ୟକୁ ନେଇଥିଲେ। ମାତ୍ର ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପରେ ବୁଧବାର ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ୧୦ଟା ସମୟରେ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ସମ୍ପର୍କରେ ୬/୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।

MORE NEWS

ବିରିଡି: ମଙ୍ଗୁଳିରେ ଜଣେ ମହିଳାଙ୍କ ଆତ୍ମହତ୍ୟା, ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଲା ପୋଲିସ - Biridi News