ଲଖନପୁର: କାର୍ତ୍ତିକ ପୂର୍ଣ୍ଣିମାରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ବିଧାୟିକା ଦୀପାଳି ଦାସ
କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପାଳି ଦାସ। ସେ ଓଡ଼ିଆ ଜାତିର ନୌବାଣିଜ୍ୟ ପରମ୍ପରାକୁ ସ୍ମରଣ କରିବା ସହ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ବୋଲି କାମନା କରିଛନ୍ତି।