ନବରଙ୍ଗପୁର ପୋଲିସ ଷ୍ଟେସନ: ଜିଲ୍ଲା ପରିଷଦ ସଭାଗୃହରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।
ଜିଲ୍ଲା ପରିଷଦ ସଭାଗୃହରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ। ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଯଦୁମଣି ନାଏକ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପ