ଖୋର୍ଦ୍ଧା: ରାଜସୁନାଖଳା କୁମାରୀଛକ ନିକଟରେ ବାଇକ୍ ଦୁର୍ଘଟଣାରେ ଜଣେ ଗୁରୁତର
ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଥାନା ରାଜସୁନାଖଳା କୁମାରୀଛକ ନିକଟରେ ବାଇକ୍ ଦୁର୍ଘଟଣାରେ ଜଣେ ଗୁରୁତର। ସ୍ଥାନୀୟ ଯୁବକଙ୍କ ସହାୟତାରେ ଗୁରୁତର ଯୁବକଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ରାଜ ସୁନାଖଳା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି