Public App Logo
Jansamasya
हादसा
News
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Crime
Jharkhand
Up
Bollywood
दिल्ली
Breakingnews
Nitishkumar
Madhya_pradesh
Mp
Nsui
Madhyapradesh
Pmmodi
Rahulgandhi
Actor
Haryana
Uttarpradesh
Cbse

କବିସୂର୍ଯ୍ୟନଗର: ବୁରୁଝରୀ ପଂଚାୟତରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର

Kabisuryanagar, Ganjam | Jan 12, 2026
ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ ବୁରୁଝରୀ ପଂଚାୟତ ପରିସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ବେଗୁନିଆପଡ଼ା ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ନିରଞ୍ଜନ ବେହେରା , ସରପଞ୍ଚ ବିନୋଦ ଚନ୍ଦ୍ର ଜେନା , ସମିତି ସଭ୍ୟା ସୁଚିତ୍ରା ମହାନ୍ତି, ସି ଡି ପି ଓ ନୀଳିମା ଟପ୍ପୋ , ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ସାହୁ , କନିଷ୍ଠ ଯନ୍ତ୍ରୀ ପ୍ରକାଶ ଚନ୍ଦ୍ର ଜେନା , ଜଳ ଓ ପରିମଳ ସହକାରୀ ଯନ୍ତ୍ରୀ ମମତା ପଣ୍ଡା , ଶୁଭଶ୍ରୀ ମହାରଣା, ଗ୍ରାମ୍ୟ ଉର୍ନ୍ନୟନ ଏସ ଡି ଓ ଭି. ଶଙ୍କର ରାଓ ଉପସ୍ଥିତ ଥିଲେ ।