ନୂଆପଡା: ବେଲଟୁକୁରୀରେ ଗାଁରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ
ସଦର ବ୍ଲକ ବେଲଟୁକରୀ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜି ଗ୍ରାମ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଗାଁରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଡ଼ିଓ ,ବ୍ଲକ ଅଧ୍ୟକ୍ଷା, ସ୍ଥାନୀୟ ସମିତି ସଭ୍ୟ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ସମସ୍ୟା ଶୁଣିଥିଲେ।