ମାଲକାନଗିରି: ଜଗନ୍ନାଥପାଲି ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ, ପ୍ରତିକ୍ରିୟା ରଖିଲେ ବିଧାୟକ
ମାଲକାନଗିରି ଜିଲ୍ଲା ଏମଭି ୭ ଗ୍ରାମ ସ୍ଥିତ ଜଗନ୍ନାଥପାଲି ଉଚ୍ଚ ବିଦ୍ୟାଳୟ ଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ଏକ ପେଡ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ, ଡିଏଫଓ ସାଇ କିରଣ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ବୃକ୍ଷ ରୋପଣ କରିବା ସହ ସମସ୍ତଙ୍କୁ ବୃକ୍ଷ ରୋପଣ ପାଇଁ ଆବାହନ ଦେଇଥିଲେ।