ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଶତ ବାର୍ଷିକୀ ଅବସରରେ ସ୍ମୃତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ସୋମବାର ପୂର୍ବାହ୍ନରେ ଛତ୍ରପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ସ୍ଥାନୀୟ ରିକପଲ୍ଲୀ ସ୍ଥିତ ଏନଏସି କଲ୍ୟାଣ ମଣ୍ଡପ ଠାରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ଏକ ସ୍ମୃତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।