Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
बिहार
कांग्रेस
Congress
Modi
Delhi
Viral
Jharkhand
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur

ଦେବଗଡ: ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ପାଳିତ

ଦେବଗଡ଼ ଜିଲ୍ଲା କ୍ରୀଡ଼ା ବିଭାଗ ଓ ମାଇଁ ଭାରତ ମିଳିତ ଆନୁକୂଲ୍ୟରେ ଦେବଗଡ ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟ ଠାରେ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ଆଜି ପାଳିତ ହୋଇଯାଇଛି । ଦିନ ୧୧ ରୁ ଦିନ ପ୍ରାୟ ୪ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର‌୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଓ ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ, ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ଅରୁଣ କୁମାର ସାହୁ, ବିଧାୟକଙ୍କ ପ୍ରତିନିଧି ଚନ୍ଦ୍ର ଶେଖର ଭୁକ୍ତାପ୍ରମୁଖ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର‌୍ୟ୍ୟକ୍ରମ ଶୁଭାରମ୍ଭ କରିଥିଲେ।

MORE NEWS

ଦେବଗଡ: ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ପାଳିତ - Debagarh News