ଜଳେଶ୍ୱର ନାବାଳିକା ଛାତ୍ରୀ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ସ୍ଥାନୀୟ ବାସିନ୍ଦାଙ୍କ ବଡ଼ ଅଭିଯୋଗ। ଜଣେ ନୁହେଁ ବରଂ ଏକାଧିକ ବ୍ୟକ୍ତି ସମ୍ପୃକ୍ତ ଥିବା ସନ୍ଦେହ କଲେ ସ୍ଥାନୀୟ ଲୋକେ।