ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରେ ପ୍ରତିକ୍ରିୟା ରଖିଲେ ନିର୍ଦ୍ଦେଶିକା ମନୋରମା ମହାନ୍ତି
ଅବପାତରେ ପରିଣତ ସ୍ପଷ୍ଟ ଲଘୁଚାପ । ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ଗତିକରୁଛି ଅବପାତ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ରପ୍ରଦେଶ ସମୁଦ୍ର ମଧ୍ୟରେ କେନ୍ଦ୍ରୀଭୂତ ରହିଛି । ଅବପାତ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଜଗତସିଂହପୁର, କେନ୍ଦ୍ରାପଡା, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଉପକୂଳ ଓଡିଶାରେ ମେଘୁଆ ପାଗ ସହ କିଛି ସ୍ଥାନରେ ହାଲୁକା ବର୍ଷା ଲାଗିରହିଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କଟକ, ଯାଜପୁର |