ସତ୍ୟବାଦୀ: କାଦୁଆ ପଞ୍ଚାୟତ କାର୍ଯ୍ୟଳୟ ପରିସରରେ ବିଜେପିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ, ଯୋଗଦେଲେ ସ୍ଥାନୀୟ ବିଧାୟକ
Satyabadi, Puri | Sep 12, 2025
ଆଜି ପୂର୍ବାହ୍ନ ୧୦ଟାରେ ସତ୍ୟବାଦୀ ବ୍ଲକ୍ ଅନ୍ତର୍ଗତ କାଦୁଆ ପଞ୍ଚାୟତ କାର୍ଯ୍ୟଳୟ ପରିସରରେ ବିଜେପିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...