ବରଗଡ: ତାଳପଦର ହାଇସ୍କୁଲ ଅବସ୍ଥା ଶୋଚନୀୟ, ଅଭିଯୋଗ କରି ପ୍ରତିକ୍ରିୟା ରଖିଲେ ସ୍ଥାନୀୟ ବାସିନ୍ଦା
ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ତାଳପଦର ହାଇସ୍କୁଲ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ୫ଟି ରେ ଏଠରେ ବହୁ ନିମ୍ନ ମାନର କାର୍ଯ୍ଯ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ରବିବାର ଅପରାହ୍ନରେ ପ୍ରତିକ୍ରିୟା ରଖିଛନ୍ତି ସ୍ଥାନୀୟ ବାସିନ୍ଦା ।